ମେଷ: ଚାକିରି ବୃତ୍ତିରେ କାମରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ। ଧନଲାଭର କିଛି ନୂଆ ମଉକା ପାଇବେ। ବାଲ୍ୟବନ୍ଧୁ ସହ ଦେଖା ହୋଇପାରେ। ବିଦ୍ୟାର୍ଥୀଙ୍କର ମନ ଲେଖାପଢ଼ାରେ ଲାଗିବ। ବୃଷ: ତର୍କବିତର୍କ ଓ ସମସ୍ୟା ଠାରୁ ଦୂରରେ ରହନ୍ତୁ। ବିରୋଧୀ ପକ୍ଷ ଆପଣଙ୍କ କାମରେ ବାଧା ସୃଷ୍ଟି କରିବାକୁ ଚେଷ୍ଟା କରିବେ। ସମାଜରେ ଓକିଲଙ୍କର ପ୍ରସିଦ୍ଧି ବଢ଼ିବ। ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ। ମିଥୁନ: ଆପଣଙ୍କ ମନରେ ସକାରାତ୍ମକ ଭାବନା ଆସିବ। ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁର ସାହାଯ୍ୟ ନେବେ। ଅଫିସରେ ସାବଧାନ ରହିବାର ଆବଶ୍ୟକତା ରହିଛି।କର୍କଟ: ଏଭଳି ମାମଲାରେ ପ୍ରବେଶ କରନ୍ତୁ ନାହିଁ ଯେଉଁଥିରେ ଆପଣଙ୍କର ନେବା ଦେବାର ନାହିଁ। ଅନୁଭବୀ ଲୋକଙ୍କ ମତ ଆପଣଙ୍କ ଲାଗି ଲାଭଦାୟକ ସାବ୍ୟସ୍ତ ହେବ। ଜୀବନସାଥୀ ଆପଣଙ୍କ ପ୍ରତି ଖୁସି ରହିବେ। ଆହୁରି ପଢ଼ନ୍ତୁ:T20 Worldcup: ଟ୍ବେଣ୍ଟି-୨୦ ବିଶ୍ବକପ୍ ଡ୍ରାମା: ଶ୍ରୀଲଙ୍କା ଗଲା ପାକିସ୍ତାନ ଦଳସିଂହ: ପାରିବାରିକ ଜୀବନରେ ମହତ୍ବପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସରକାରୀ ଚାକିରିଆଙ୍କର ଅଫିସରେ କାମର ବୋଝ ଅଧିକ ରହିବ। ଶିକ୍ଷାର୍ଥୀଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ।କନ୍ୟା: ପରିବାର ପାଇଁ କିଛି ଭଲ କରିବାର ଦିନଟିଏ। ଆପଣଙ୍କର ପରିଶ୍ରମ ପାଇଁ ପଦୋନ୍ନତି ମିଳିପାରେ। ସମାଜରେ ଆପଣଙ୍କର ନାମ ହେବ। ସନ୍ଧ୍ୟାରେ ଜୀବନସାଥୀ ସହ ସମୟ ଅତିବାହିତ କରିବେ।ତୁଳା: ଆଧ୍ୟାତ୍ମିକ ଗତିବିଧିରେ କିଛି ସମୟ ବିତାଇ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ବଡ଼ ଧନଲାଭ ହେବ। ଭ୍ରମଣ ସୁଖଦ ରହିବ। ପ୍ରେମିକ ପ୍ରେମିକା ନିଜ ସମ୍ବନ୍ଧ ବିଷୟରେ ଘର ଲୋକଙ୍କୁ ଜଣାଇବେ। ବିଛା: କୌଣସି ବନ୍ଧୁର ପରାମର୍ଶ ଆପଣଙ୍କୁ ପସନ୍ଦ ଆସିବ। ନୂଆ ଶକ୍ତିର ସହ କାମ କରନ୍ତୁ ଅଧୁରା କାମ ପୂରା ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ଆୟ ବ୍ୟୟର ସମନ୍ବୟ ବନି ରହିବ। ଆହୁରି ପଢ଼ନ୍ତୁ:Mission Shakti: କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ମିଳିବ ନୂଆ ୟୁନିଫର୍ମ, ପରିଚୟପତ୍ରଧନୁ: ପୂଜାପାଠରେ ସମୟ ବିତିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। କୌଣସି ବଡ଼ ସଫଳତା ପାଇବେ। ବେପାର ପାଇଁ ଦିନଟି ଲାଭପ୍ରଦ ରହିବ। ଛାତ୍ରଙ୍କ ଲାଗି ଦିନଟି ଭଲ।ମକର: କୌଣସି ନୂଆ ବିଚାର ଯଥେଷ୍ଟ ଆର୍ଥିକ ଲାଭ ଦେବ। ଆପଣଙ୍କର ଚେଷ୍ଟା ଫଳଦାୟୀ ରହିବ। ଅଧିକାରୀମାନଙ୍କ ସହିତ ଆପଣଙ୍କ ବ୍ୟବହାରରେ ସାବଧାନତା ରଖିବା ଦରକାର। କୁମ୍ଭ: ଭାଗ୍ୟ ଆପଣଙ୍କ ସହ ରହିବ। କାର୍ଯ୍ୟକ୍ଷେତ୍ରରେ କିଛି ନୂଆ ଶିଖିବାକୁ ଚେଷ୍ଟା କରିବେ। ଜୀବନରେ ଲାଭର ଅବସର ପାଇବେ। ଘରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ଜୀବନସାଥୀ ଠାରୁ ଭଲ ଖବର ଶୁଣିବେ।ମୀନ: ବିଶେଷ କାମରେ ଦୂରସ୍ଥାନକୁ ଯାଇପାରନ୍ତି। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ପାରିବାରିକ ବନ୍ଧୁ ଠାରୁ କୌଣସି ଖୁସି ଖବର ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ଜ୍ୟୋତିଷ ସମ୍ବନ୍ଧୀୟ ଅନ୍ତର୍ଦୃଷ୍ଟି ନୂତନ ସୁଯୋଗ, ଆହ୍ୱାନ ଏବଂ କ୍ୟାରିୟର ଅଗ୍ରଗତି
Sambad•
%2Fsambad%2Fmedia%2Fmedia_files%2F2025%2F11%2F16%2Fajira-rasifala-2025-11-16-18-53-02.jpg&w=3840&q=75)
Full News
Share:
Disclaimer: This content has not been generated, created or edited by Achira News.
Publisher: Sambad
Want to join the conversation?
Download our mobile app to comment, share your thoughts, and interact with other readers.