Achira News Logo
Achira News

ଧାମନଗରରେ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ, ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ

Dharitri
ଧାମନଗରରେ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ, ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ
Full News
Share:

ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ସୋମବାର ସକାଳ ସମୟରେ ସମୀକ୍ଷା କରିଛନ୍ତି। ଏଥିସହ ନିର୍ମାଣାଧୀନ ପ୍ରକଳ୍ପକୁ ତ୍ୱରାନ୍ବିତ କରିବା ସହିତ ପ୍ରସ୍ତାବିତ କାର୍ଯ୍ୟଗୁଡ଼ିକର ରୂପରେଖ ଗତିଶୀଳ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଧାମନଗରକୁ ଏକ ଆଧୁନିକ ଓ ସର୍ବସୁବିଧା ସମ୍ପନ୍ନ ସହର ଭାବେ ଗଢ଼ି ତୋଳିବା ନେଇ ସଂକଳ୍ପବଦ୍ଧ ଏବଂ ଲୋକଙ୍କ ସୁବିଧା ଓ ଅଞ୍ଚଳର ବିକାଶ ହିଁ ପ୍ରାଥମିକତା ବୋଲି ମନ୍ତ୍ରୀ କହିଛନ୍ତି।

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ଧାମନଗରରେ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ, ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ | Achira News