Achira News Logo
Achira News

ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା'ସମଲେଇଙ୍କ ସମ୍ମାନରେ ବସନ୍ତିକ ନବରାତ୍ର ପୂଜା ଆରମ୍ଭ

Dharitri
ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା'ସମଲେଇଙ୍କ ସମ୍ମାନରେ ବସନ୍ତିକ ନବରାତ୍ର ପୂଜା ଆରମ୍ଭ
Full News
Share:

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ପହଞ୍ଚି ମାଁ ସମଲେଶ୍ବରୀଙ୍କ ଦର୍ଶନ କରୁଛନ୍ତି। ଦେବୀଙ୍କ ପୀଠରେ ସକାଳୁ ଭକ୍ତଙ୍କ ସମାଗମ ହୋଇଛି।

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା'ସମଲେଇଙ୍କ ସମ୍ମାନରେ ବସନ୍ତିକ ନବରାତ୍ର ପୂଜା ଆରମ୍ଭ | Achira News