Achira News Logo
Achira News

ମହିଳା ହିତାଧିକାରୀଙ୍କୁ 61 କୋଟିରୁ ଅଧିକ ଟଙ୍କା ପଠାଇଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ

Dharitri
ମହିଳା ହିତାଧିକାରୀଙ୍କୁ 61 କୋଟିରୁ ଅଧିକ ଟଙ୍କା ପଠାଇଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ
Full News
Share:

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଆହୁରି ଲକ୍ଷେରୁ ଅଧିକ ହିତାଧିକାରୀଙ୍କ ପାଇଁ ବିଚାର ଚାଲିଛି ବୋଲି ସୂଚନା ମିଳିଛି।

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ମହିଳା ହିତାଧିକାରୀଙ୍କୁ 61 କୋଟିରୁ ଅଧିକ ଟଙ୍କା ପଠାଇଲେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ | Achira News