Achira News Logo
Achira News

ସୋର ତହସିଲରେ ବାଲି-ଲାଡେନ ଟ୍ରକ ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଇଛି।

Dharitri
ସୋର ତହସିଲରେ ବାଲି-ଲାଡେନ ଟ୍ରକ ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଇଛି।
Full News
Share:

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l ୧୬ ନମ୍ବର ଜାତୀୟ ରାଜପଥ ପଣପଣା ନିକଟରେ ଘଟିଛି। ଏହି ଦୁର୍ଘଟଣା ବେଆଇନ ବାଲି ବୋଝେଇ ହାଇୱାକୁ ସୋରଠାରୁ ଗୋଡ଼ାଇ ଗୋଡ଼ାଇ ଧରିବାକୁ ଯାଉଥିବାବେଳେ ବାଲି ବୋଝେଇ ଗାଡିଟି ପଣପଣା ନିକଟରେ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେରେ ଖନ୍ତାପ ପୋଲିସ ପହଞ୍ଚି ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଥିବା ଜଣାପଡିଛି l

Disclaimer: This content has not been generated, created or edited by Achira News.
Publisher: Dharitri

Want to join the conversation?

Download our mobile app to comment, share your thoughts, and interact with other readers.

ସୋର ତହସିଲରେ ବାଲି-ଲାଡେନ ଟ୍ରକ ଅତିରିକ୍ତ ତହସିଲଦାରଙ୍କ ଗାଡ଼ିକୁ ଧକ୍କା ଦେଇଛି। | Achira News